wheel

AJC Publications and Media Portal

 

But the Comforter, which is the Holy Ghost, whom the Father will send in my name, he shall teach you all things,
and bring all things to your remembrance, whatsoever I have said unto you. John 14:26


ଦିତୀୟ ବିବରଣଅଧ୍ୟାୟ 27
  • 1 ମାଶାେ ଏବଂ ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଲେ, "ମୁ ଆଜି ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦଇେଛି, ସଗେକ୍ସ୍ଟଡିକ ପାଳନ କର।
  • 2 ଯେଉଁଦିନ ତୁମ୍ଭମାନେେ ଯେତବେେଳେ ୟର୍ଦ୍ଦନ ନଦୀ ପାରହେଲ ଏବଂ ସହେି ଦେଶ ରେ ପ୍ରବେଶ କଲ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି। ସହେିଦିନ ହିଁ ଏକ ବୃହତ୍ ପ୍ରସ୍ତର ସ୍ଥାପନ କରି ତାହା ଲପନେ କରିବ।
  • 3 ତୁମ୍ଭମାନେେ ସଠାେରେ ପ୍ରବେଶ କରିବା ମାତ୍ ରେ, ତୁମ୍ଭମାନେେ ଏହିସବୁ ନିଯମ ସହେି ପ୍ରସ୍ତର ଉପରେ ଲେଖିବା ଉଚିତ୍। ଏହାକର ଯେତବେେଳେ ତୁମ୍ଭମାନେେ ୟର୍ଦ୍ଦନ ନଦୀ ପାର ହାଇେ ସହେି ଦେଶ ରେ ପ୍ରବେଶ କରିବାକୁ ଯାଉଛ, ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦେଉଛନ୍ତି। ଦକ୍ସ୍ଟଗ୍ଧ, ମଧକ୍ସ୍ଟ ପ୍ରବାହୀତ ହେଉଥିବାର ଦେଶ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କର ସଦାପ୍ରଭୁ ପରମେଶ୍ବର ଯେ ହତେକ୍ସ୍ଟ ପ୍ରତିଜ୍ଞା କରିଥିଲେ।
  • 4 "ପକ୍ସ୍ଟଣି ଆଜି ମୁ ଯେଉଁ ପ୍ରସ୍ତର ଗକ୍ସ୍ଟଡିକ ବିଷଯ ରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦଲେି, ତୁମ୍ଭମାନେେ ୟର୍ଦ୍ଦନ ପାର ହେଲାପରେ ଏବଲ ପର୍ବତ ରେ ସହେି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ସବୁ ଚକ୍ସ୍ଟନ ରେ ଲପେିବ।
  • 5 ଆଉ ତୁମ୍ଭେ ସଠାେରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଇଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ଅର୍ଥାତ୍ ପଥର ରେ ଏକ ୟଜ୍ଞବଦେୀ ନିର୍ମାଣ କରିବ। ସହେି ପଥର କାଟିବା ରେ ଲକ୍ସ୍ଟହା ବ୍ଯବହାର କରିବ ନାହିଁ।
  • 6 ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ୟଜ୍ଞବଦେୀ ସମସ୍ତ ଅଚଞ୍ଛା ପଥର ରେ ନିର୍ମାଣ କରିବା ଉଚିତ୍ ଓ ତୁମ୍ଭମାନେେ ସହେି ସ୍ଥାନ ରେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ହାମବେଳି ଉତ୍ସର୍ଗ କରିବା ଉଚିତ୍।
  • 7 ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ ଉତ୍ସର୍ଗ କରି ସଠାେରେ ଭୋଜନ କରିବ ଓ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବ।
  • 8 ତୁମ୍ଭେ ସହେି ପ୍ରସ୍ତର ଉପରେ ଏହି ବ୍ଯବସ୍ଥାର ସମସ୍ତ କଥା ସକ୍ସ୍ଟନ୍ଦରଭାବେ ଖାେଳି ଲେଖିବ।"
  • 9 ମାଶାେ ଓ ଯାଜକମାନେ ସମସ୍ତ ଇଶ୍ରାୟେଲକକ୍ସ୍ଟ କହିଲେ, " ହେ ଇଶ୍ରାୟେଲ ନୀରବ ରେ ଅନକ୍ସ୍ଟଧ୍ଯାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଲୋକ ହେଲ।
  • 10 ଏଣୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ କଥା ରେ କର୍ଣପାତ କର ଓ ଆଜି ମୁ ତାଙ୍କର ଯେଉଁ ସମସ୍ତ ଆଜ୍ଞା ବିଧି ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଜ୍ଞା କରୁଅଛି। ତାହା ପାଳନ କର।"
  • 11 ସହେି ଦିନ ମାଶାେ ଲୋକମାନଙ୍କୁ କହିଲେ,
  • 12 "ତୁମ୍ଭେ ୟର୍ଦ୍ଦନ ପାର ହବୋପରେଶିମିଯୋନ, ଲବେୀ, ୟିହକ୍ସ୍ଟଦା, ଇଷାଖର, ଯୋଷଫେ ଓ ବିଦ୍ଯାମୀନ ଗୋଷ୍ଠୀଗଣ ସମସ୍ତ ଲୋକମାନଙ୍କୁ ଆଶୀର୍ବାଦ ନିମନ୍ତେ ଗରିଷୀମ୍ ପର୍ବତ ଉପରେ ନିଶ୍ଚଯ ଛିଡା ହବେ।
  • 13 ଏବଂ ରୂବନ୍େ, ଗାଦ୍, ଆଶରେ, ସବୂଲୂନ୍,ଦାନ, ନଲ୍ଗାଲି ଗୋଷ୍ଠୀଯକକ୍ସ୍ଟ ଅଭିଶାପ ଦବୋ ନିମନ୍ତେ ଏବଲ ପର୍ବତ ରେ ଠିଆ ହବେେ।
  • 14 "ଏବଂ ସମସ୍ତ ଲବେୀୟମାନେ ଖକ୍ସ୍ଟବ୍ ଉଚ୍ଚ ସ୍ବର ରେ ସମସ୍ତ ଇଶ୍ରାୟେଲୀୟ ଲୋକଙ୍କକ୍ସ୍ଟ ଉତ୍ତର ଦଇେ କହିବେ,
  • 15 ' ଯେଉଁ ମନକ୍ସ୍ଟଷ୍ଯ କୌଣସି ଖାଦେିତ କିଅବା ଛାଞ୍ଚଢଳା ମୂର୍ତ୍ତୀ ନିର୍ମାଣ କରେ ଯାହା ସଦାପ୍ରଭୁ ଘୃଣା କରନ୍ତି ଏବଂ ଏହାକକ୍ସ୍ଟ ଏକ ଗୋପନ ସ୍ଥାନ ରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହବୋ ଉଚିତ୍।'
  • 16 " ଲବେୀୟମାନେ କହିବେ, 'ଆପଣା ପିତା ମାତାଙ୍କୁ ୟିଏ ଅବଜ୍ଞା କରେ ଓ ଅସମ୍ମାନ କରେ ସେ ଅଭିଶଲ୍ଗ ହେଉ।'
  • 17 " ଲବେୀୟମାନେ କହିବେ, ' ଯେଉଁ ଲୋକ ଆପଣା ପ୍ରତିବେଶୀର ଭୂମିର ଚିହ୍ନ ଘକ୍ସ୍ଟଞ୍ଚାଏ, ସେ ଅଭିଶଲ୍ଗ ହେଉ।'
  • 18 " ଲବେୀୟମାନେ କହିବେ, ' ଯେଉଁ ଲୋକ ଅନ୍ଧକକ୍ସ୍ଟ ବାଟ ଭୂଲାଏ, ସେ ଲୋକ ଅଭିଶଲ୍ଗ ହେଉ।'
  • 19 " ଲବେୀୟମାନେ କହିବେ, ' ଯେଉଁ ଲୋକ ବିଧବା, ବିଦେଶୀ, ଅନାଥଙ୍କର ନ୍ଯାଯ କରିବା ରେ ବାଧା ଦିଏ ସେ ଅଭିଶଲ୍ଗ ହେଉ।'
  • 20 " ଲବେୀୟମାନେ କହିବେ, ' ଯେଉଁ ଲୋକ ଆପଣା ପିତାଙ୍କ ଭାର୍ୟ୍ଯା ସହିତ ଶଯନ କରେ ସେ ଅଭିଶଲ୍ଗ ହେଉ। କାରଣ ସେ ଯାହା ତା'ର ପିତାର ସେ ତାକକ୍ସ୍ଟ ଅନାବରଣ କରିଥାଏ।"
  • 21 " ଲବେୀୟମାନେ କହିବେ, ' ଯେଉଁ ଲୋକର କୌଣସି ପଶକ୍ସ୍ଟ ସହିତ ୟୌନ ସଐର୍କ ଥାଏ, ସେ ଅଭିଶଲ୍ଗ ହେଉ।'
  • 22 " ଲବେୀୟମାନେ କହିବେ, ' ଯେଉଁମାନେ ସମାନଙ୍କେ ଭଉଣୀ ବା ପିତୃକନ୍ଯା ବା ମାତୃକନ୍ଯା ସହିତ ୟୌନ ସଐର୍କ ରେଖ ସେ ଅଭିଶଲ୍ଗ ହେଉ।'
  • 23 " ଲବେୀୟମାନେ କହିବେ, " ଯେ କହେି ଆପଣା ଶାଶକ୍ସ୍ଟ ସଙ୍ଗେ ୟୌନ ସଐର୍କ ରକ୍ଷାକରେ ସେ ଅଭିଶଲ୍ଗ ହେଉ।'
  • 24 " ଲବେୀୟମାନେ କହିବେ, ଯେଉଁଲୋକ ଆପଣା ପଡ଼ୋଶୀକକ୍ସ୍ଟ ଗୋପନ ରେ ହତ୍ଯା କରେ ସେ ଅଭିଶଲ୍ଗ ହେଉ।'
  • 25 " ଲବେୀୟମାନେ କହିବେ, ' ଯେଉଁ ଲୋକ ନିର୍ଦ୍ଧୋଷ ପ୍ରାଣୀକକ୍ସ୍ଟ ହତ୍ଯା କରିବାକୁ ଅର୍ଥନିଏ ସେ ଅଭିଶଲ୍ଗ ହେଉ?'
  • 26 " ଲବେୀୟମାନେ କହିବେ, ' ଯେଉଁ ଲୋକ ଏହି ବ୍ଯବସ୍ଥାର ପାଳନ କରେ ନାହିଁ କିମ୍ବା ଅନକ୍ସ୍ଟସରଣ କରେ ନାହିଁ, ସେ ଅଭିଶଲ୍ଗ ହେଉ।'