- 1 ଅନନ୍ତର ମାଶାେ ଇଶ୍ରାୟେଲ ପରିବାର ବର୍ଗଗୁଡିକରେ ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦଇେଅଛନ୍ତି।
- 2 "କୌଣସି ପୁରୁଷ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କରିବାପାଇଁ ଶପଥ କଲେ, ତବେେ ସେ ଆପଣା ବାକ୍ଯ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ଯ ଅନୁସାରେ ସମସ୍ତ ସାଧନ କରିବ।
- 3 "ଆଉ ମଧ୍ଯ କୌଣସି ୟୁବତୀ ନିଜ ପିତୃଗୃହ ରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯଦି ପ୍ରତିଜ୍ଞା କରେ ଓ ବ୍ରତଦ୍ବାରା ନିଜକୁ ଆବଦ୍ଧ କରେ,
- 4 ଯଦି ତା'ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନକରେ କିମ୍ବା ତା'ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାୟିବ।
- 5 ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସଗେୁଡିକ ପାଳନ କରାୟିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦବେେ, ଯେ ହତେୁ ତା'ର ପିତା ତାକୁ ଏହା କରିବା ପାଇ ମନା କଲେ।
- 6 " ସେ ଶପଥ କିମ୍ବା ଅସାବଧାନ ପ୍ରତିଜ୍ଞା କଲାପରେ ସେ ହୁଏତ କାହାକୁ ବିବାହ କରିପା ରେ।
- 7 ପୁଣି ତା'ର ସ୍ବାମୀ ତାହା ଶୁଣି କୌଣସି ଅଭିଯୋଗ ନକରେ, ତବେେ ତା'ର ପ୍ରତିଜ୍ଞା ପାଳନ ହବେ ଓ ସେ କରିଥିବା ଶପଥ ପାଳନ କରାୟିବ।
- 8 ମାତ୍ର ଯଦି ତା'ର ସ୍ବାମୀ ଏ ବିଷଯ ରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତା'କୁ ପାଳନ କରିବାକୁ ବାରଣ କରେ, ତବେେ କରାୟାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।
- 9 "ମାତ୍ର ବିଧବା କି ସ୍ବାମୀ ପରିତ୍ଯକ୍ତା ସ୍ତ୍ରୀ ମାନତ କଲେ, ସେ ଯେ କୌଣସି ବିଷଯ ରେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି ସେ ତାହା କରିବା ଅନୁସାରେ ପୂରଣ କରିବ।
- 10 କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପା ରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପା ରେ।
- 11 ପୁଣି ତାହାର ସ୍ବାମୀ ତାହା ଶୁଣି ତାହା ପ୍ରତି ତୁନି ହାଇେ ରହେ ଓ ତାହାକୁ ନିଷଧେ ନକରେ, ତବେେ ତା'ର ସମସ୍ତ ପ୍ରତିଜ୍ଞା ପାଳନ ହବେ, ପୁଣି ସେ ଯେଉଁ ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହବେ।
- 12 ମାତ୍ର ତା'ର ସ୍ବାମୀ ଯଦି ଶୁଣିବା ପରେ ତାକୁ ଅସ୍ବୀକାର କରେ, ତବେେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନଇେଥିବା ଶପଥସବୁ ବାତିଲ ହାଇଯେିବ। ତା'ର ସ୍ବାମୀ ପ୍ରତିଜ୍ଞା ଭଂଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।
- 13 ତାହାର ସ୍ବାମୀ ତାହାର ପ୍ରେତ୍ୟକକ ମାନତ ଓ ପ୍ରାଣକୁ କ୍ଲେଶ ଦବୋର ପ୍ରତିଜ୍ଞାୟୁକ୍ତ ପ୍ରେତ୍ୟକକ ଶପଥ ସ୍ଥିର କରିପା ରେ, କିମ୍ବା ତାହା ସ୍ବାମୀ ଭଙ୍ଗ କରିପା ରେ।
- 14 ଯଦି ତା'ର ସ୍ବାମୀ ଶୁଣିବା ପରଠାରୁ ନୀରବ ହାଇେ ରହେ, ତବେେ ତା'ର ପ୍ରତିଜ୍ଞାଗୁଡିକ ପାଳନ କରାୟିବ କାରଣ ତା'ର ସ୍ବାମୀ ନୀରବ ହାଇେ ରହିଲା, ଯେତବେେଳେ ସେ ଏବିଷଯ ରେ ଶୁଣିଲା।
- 15 କିନ୍ତୁ ଯଦି ସେ ପରେ ତା'ର (ସ୍ତ୍ରୀ) ଶପଥକୁ ପ୍ରତ୍ଯାଖ୍ଯାନ କରେ (ପ୍ରଥମ ଦିନପରେ) ତାହାଲେ ସେ (ସ୍ବାମୀ) ତା'ର (ସ୍ତ୍ରୀର) ଦୋଷ ବହନ କରିବ।"
- 16 ପୁରୁଷ ଓ ତାହାର ସ୍ତ୍ରୀ ବିଷଯ ରେ, ପିତା ଓ ପିତ୍ରାଳଯର ୟୁବତୀ କନ୍ଯା ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ ଏହିସବୁ ଆଜ୍ଞା ଦେଲେ।
Numbers 30
- Details
- Parent Category: Old Testament
- Category: Numbers
ଗଣନା ପୁସ୍ତକ ଅଧ୍ୟାୟ 30