- 1 ହେ ମାରେ ପୁତ୍ର, ମାେ' ଜ୍ଞାନ ରେ ମନ ଦିଅ। ମାରେ ବୁଦ୍ଧି ପାଇଁ କାନ ଡ଼ରେ।
- 2 ତବେେ ତୁମ୍ଭେ ଚତୁର ହବେ ଓ ତୁମ୍ଭ ଓଷ୍ଠାଧର ଜ୍ଞାନ କଥା କହିବ।
- 3 ପର ସ୍ତ୍ରୀ ସୁନ୍ଦର ହାଇପୋ ରେ, ତା'ର ମୁଖରୁ ମଧୁର ବାକ୍ଯ ଶୁଣାୟାଏ।
- 4 କିନ୍ତୁ ଶଷେ ରେ ସେ ତିକ୍ତତା ଓ ୟନ୍ତ୍ରଣା ଆଣିବ। ୟନ୍ତ୍ରଣା ଯାହା ବିଷତୁଲ୍ଯ ଓ ତୀକ୍ଷ୍ମ ଖଣ୍ଡାତୁଲ୍ଯ ଆଘାତ କରେ।
- 5 ସେ ହେଉଛି ମୃତ୍ଯୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନଇୟିବେ।
- 6 ତା'ର ପଥ ଅନୁସରଣ କର ନାହିଁ। କାରଣ ସେ ଜାଣେ ନାହିଁ ଯେ ସେ ନିଜେ ପଥ ହରାଉଛି। ସାବଧାନ ! ତୁମ୍ଭେ ଜୀବନର ପଥକୁ ଅନୁସରଣ କର।
- 7 ବର୍ତ୍ତମାନ ପୁତ୍ରମାନେ, ମାରେ ବାକ୍ଯ ଶ୍ରବଣ କର। ମାରେ ବାକ୍ଯ ପାଶୋର ନାହିଁ।
- 8 ସହେି ସ୍ତ୍ରୀଠାରୁ ତୁମ୍ଭେ ଦୂ ରଇେ ରୁହ। ଏପରିକି ତା'ର ଗୃହର ଦ୍ବାର ନିକଟକୁ ମଧ୍ଯ ୟାଅ ନାହିଁ।
- 9 ଯଦି ତୁମ୍ଭେ ତାହା କର, ତବେେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦଯ ଲୋକମାନେ ସବୁକିଛି ନଇେଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ୟ୍ଯ କରି ସଂଗ୍ରହ କରିଥିବ।
- 10 ଅପରିଚିତ ଲୋକମାନେ ତୁମ୍ଭ ବଳ ରେ ବଳୀଯାନ ହବେେ। ତୁମ୍ଭ ଶ୍ରମର ଫଳ ଅନ୍ୟମାନେ ଭୋଗ କରିବେ।
- 11 ଜୀବନର ଶଷେ ଭାଗ ରେ ତୁମ୍ଭର ମାଂସ ଓ ଶରୀର କ୍ଷଯ ପାଇବ। ତୁମ୍ଭେ ସେତବେେଳେ ବିଳାପ କରିବ।
- 12 ସେତବେେଳେ ତୁମ୍ଭେ କହିବ, "କାହିଁକି ମୁଁ ମାରେପିତାଙ୍କ କଥା ଶୁଣିଲି ନାହିଁ। ମୁଁ କାହିଁକି ମାରେ ଶିକ୍ଷକମାନଙ୍କର କଥା ଶୁଣିଲି ନାହିଁ, ମୁଁ ଶାସନାଧୀନ ହବୋକୁ ମନା କଲି, ମୁଁ ନିଜକୁ ସଂଶୋଧିତ କରିବା ପାଇଁ ମନା କଲି।
- 13
- 14 ଶୀଘ୍ର ମୁଁ ସବୁପ୍ରକାର ଅସୁବିଧା, ଅପମାନ, ୟନ୍ତ୍ରଣା ଜନସମାବେଶ ଆଗ ରେ ପଡ଼ିଲି।"
- 15 ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ।
- 16 ଯଦି ନାହିଁ, ତୁମ୍ଭର ଝରଣା ରାସ୍ତା ବାହାରକୁ ବହିୟିବ। ଅନ୍ୟମାନେ ତୁମ୍ଭର ସ୍ତ୍ରୀ ସହିତ ଶାରୀରିକ ସମ୍ପର୍କ ରଖିବେ।
- 17 ତୁମ୍ଭର ଝରଣା ତୁମ୍ଭର ହେଉ, ଏବଂ ଅନ୍ୟମାନଙ୍କ ସହ ଭାଗ କର ନାହିଁ।
- 18 ତୁମ୍ଭର ନିର୍ଝର ଆଶୀର୍ବାଦ ରେ ପ୍ରାପ୍ତ ହେଉ। ତୁମ୍ଭେ ସହେି ସ୍ତ୍ରୀକୁ ଉପଭୋଗ କର ଯାହାକୁ ୟୌବନକାଳ ରେ ବିବାହ କରିଥିଲ।
- 19 ସେ ପ୍ ରମେିକା ହରିଣୀ ଓ ରୂପବତୀ ବାଉଟି ପରି ତା'ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା'ର ପ୍ ରମେ ରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
- 20 ହେ ମାେ ପୁତ୍ର ପରକୀଯା ସ୍ତ୍ରୀ ଠା ରେ ପାଗଳ ହୁଅ ନାହିଁ। ବ୍ଯଭିଚାରିଣୀର ଘନିଷ୍ଠତାକୁ ଆଲିଙ୍ଗନ କର ନାହିଁ।
- 21 ସଦାପ୍ରଭୁ ମନୁଷ୍ଯର ସମସ୍ତ ଗତି ଦେଖନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ ପଥକୁ ସମାନ କରନ୍ତି।
- 22 ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।
- 23 ସେ ତା'ର ନିର୍ବୋଧତା ଦ୍ବାରା ବିପଥଗାମୀ ହବେ। ସେ ଶୃଙ୍ଖଳାର ଅଭାବ ୟୋଗୁ ମୃତ୍ଯୁବରଣ କରିବ।
Proverbs 05
- Details
- Parent Category: Old Testament
- Category: Proverbs
ହିତୋପଦେଶ ଅଧ୍ୟାୟ 5