- 1 ହେ ମାରେ ପୁତ୍ର, ମାରେବାକ୍ଯକୁ ମନେ ରଖ, ମାରେ ଆଦେଶକୁ ଭୁଲ ନାହିଁ।
- 2 ମାରେ ଆଜ୍ଞାସବୁ ପାଳନ କରି ବଞ୍ଚ। ମାରେ ଶିକ୍ଷାକୁ ଜୀବନର ଶ୍ ରେଷ୍ଠ ଜିନିଷ ଭାବେ ଗ୍ରହଣ କର।
- 3 ତାହାକୁ ଆଙ୍ଗୁଳି ରେ ବାନ୍ଧି ରଖ, ନିଜ ହୃଦଯ ରେ ଲେଖି ରଖ।
- 4 ଜ୍ଞାନକୁ ତୁମ୍ଭର ଭଉଣୀପରି ଗ୍ରହଣ କର। ସୁବିବଚେନାକୁ ତୁମ୍ଭର ପରିବାରର ସଦସ୍ଯରୂପେ ଗ୍ରହଣ କର।
- 5 ତବେେ ତାହା ତୁମ୍ଭକୁ ଅନ୍ୟ ପର ସ୍ତ୍ରୀଠାରୁ ରକ୍ଷା କରିବ। ଏବଂ ବ୍ଯଭିଚାରିଣୀ ସ୍ତ୍ରୀଙ୍କଠାରୁ ମଧ୍ଯ ରକ୍ଷା କରିବ।
- 6 ଦିନେ ମୁଁ ମାରେ ଝରକା ଜାଲିପରଦା ଦଇେ ଚାହୁଁଥିଲି।
- 7 ମୁଁ ଅଜ୍ଞାନ ୟୁବାମାନଙ୍କ ମଧିଅରେ ଜଣେ ବୁଦ୍ଧିହୀନ ୟୁବକ ଦେଖିଲି।
- 8 ସେ ବ୍ଯଭିଚାରିଣୀ ଗୃହ ନିକଟସ୍ଥ ଗଳି ଦଇେ, ୟିବା ବେଳେ ତା'ର ଗୃହକୁ ଥିବା ପଥରେ ଚାଲିଲା।
- 9 ଏହା ଥିଲା ସୂର୍ୟ୍ଯାସ୍ତ ହବୋ ସମୟର। ସନ୍ଧ୍ଯା ଆରମ୍ଭ ହେଉଥିଲା।
- 10 ସହେି ସ୍ତ୍ରୀ ତା'ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ଯାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦଯ ରେ ଚତୁରୀ ଥିଲା।
- 11 ସେ ବଡ଼ ତୁଣ୍ଡଇେ ଓ ଅବାଧ୍ଯା ଥଲା। ତା'ର ପାଦ ଆଦୌ ଗୃହ ରେ ରହୁ ନ ଥିଲା।
- 12 ସେ କେତବେେଳେ ରାସ୍ତାର ଉପ ରେ ଥାଏ, କେତବେେଳେ ଛକରେ ଥାଏ। ସେ ପ୍ରେତ୍ୟକକ କଣ ରେ ଛଳନାର ସହିତ ଅପେକ୍ଷା କରେ।
- 13 ସହେି ସ୍ତ୍ରୀ ଜଣକ ସହେି ୟୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖ ରେ କହିଲା,
- 14 ମଙ୍ଗଳାର୍ଥକ ବଳି ଅଛି। ଆଜି ମୁଁ ମାରେପ୍ରତିଜ୍ଞା ପୂର୍ଣ୍ଣ କରିଅଛି।
- 15 ଏଣୁ ମୁଁ ତୁମ୍ଭ ସହିତ ସାକ୍ଷାତ କରିବାକୁ ଆସିଲି। ତୁମ୍ଭକୁ ଦେଖି ଆସୁଥିଲି ଓ ବର୍ତ୍ତମାନ ମୁଁ ତୁମ୍ଭକୁ ପାଇଲି।
- 16 ମୁଁ ସୃଜନୀ ଓ ମିସ୍ରୀଯ ସୂକ୍ଷ୍ମ ସୂତ୍ରର ଡ଼ୋରିଆ ବସ୍ତ୍ର ଆପଣା ପଲଙ୍କ ରେ ବିଛାଇ ଅଛି।
- 17 ଗନ୍ଧରସ ଓ ଅଗୁରୁ ଚିନି ରେ, ମାହେର ଶୟ୍ଯା ସୁବାସିତ କରିଅଛି।
- 18 ଆସ ଆମ୍ଭମାନେେ ପ୍ରଭାତୟାଏ କାମରସ ରେ ମତ୍ତ ଓ ପ୍ ରମେ ରେ ଭୋଳ ହବୋ।
- 19 ମାରେ ସ୍ବାମୀ ଘ ରେ ନାହାଁନ୍ତି, ସେ ଦୂର ୟାତ୍ରା କରିଛନ୍ତି।
- 20 ସେ ତୋଡ଼ାଏ ଟଙ୍କା ସାଙ୍ଗ ରେ ନଇେ ୟାଇଛନ୍ତି। ସେ ପୂର୍ଣ୍ଣିମା ଦିନ ରେ ଫରେିବେ।"
- 21 ସହେି ସ୍ତ୍ରୀ ଜଣକ ଏପରି ମଧୁର ଭାଷା କହି ତାଙ୍କର ମନ ହରଣ କଲା। ତା'ର ଚାଟୁ ବାକ୍ଯ ରେ ତାକୁ ଟାଣି ନଲୋ।
- 22 ସେ ତା'ର ପଥ ଅନୁସରଣ କଲା, ଯେପରି ଗୋରୁ କଂ ସଇଖାନୋକୁ ୟାଏ। ସେ ଜଣେ ହରିଣ ପରି ଜାଲ ଭିତରକୁ ଚାଲି ଯାଉଥିଲା।
- 23 ଯମେିତି ପକ୍ଷୀଟିଏ ଶିକାରୀ ତୀର ଦ୍ବାରା, ତା'ର ଛାତିକୁ ଲକ୍ଷ୍ଯଭଦେ କରୁଛି, ତାହା ଜାଣିପାରି ନ ଥାଏ।। ଠିକ୍ ସହେିପରି ସେ ୟୁବପୁରୁଷ ବିପଦ ରେ ଅଛି ବୋଲି ଜାଣି ନ ପାରି ସେ ସ୍ତ୍ରୀର ଜାଲ ଭିତରକୁ ଯାଉଅଛି।
- 24 ଏଣୁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ମାେ କଥା ରେ ମନୋନିବେଶ କର।
- 25 ତୁମ୍ଭର ହୃଦଯ ସହେି ବେଶ୍ଯାମାନଙ୍କର ପଛ ରେ ନ ରହୁ। ତୁମ୍ଭେ ତା'ର ପଥରେ ବିପଥଗାମୀ ହୁଅ ନାହିଁ।
- 26 ସେ ଅନକଙ୍କେୁ କ୍ଷତବିକ୍ଷତ କରିଅଛି। ସେ ମଧ୍ଯ ଅନକଙ୍କେୁ ହତ୍ଯା କରିଅଛି।
- 27 ତା'ର ଗୃହ ସିଧାସଳଖ କବରକୁ ୟିବା ପାଇଁ ବାଟ। ଯାହା ମୃତ୍ଯୁର ଆଳଯକୁ ୟାଏ।
Proverbs 07
- Details
- Parent Category: Old Testament
- Category: Proverbs
ହିତୋପଦେଶ ଅଧ୍ୟାୟ 7