- 1 ଏହା ହେଉଛି ରାଜା ଲମୁଯଲଙ୍କେର ଉପଦେଶ ପୂର୍ଣ୍ଣ ବାକ୍ଯ। ଯାହାକି ସେ ତାଙ୍କର ମାତାଙ୍କଠାରୁ ସେ ଶିକ୍ଷା ଗ୍ରହଣ କରିଥିଲେ।
- 2 ତୁମ୍ଭେ ହେଉଛ ମାରେ ପୁତ୍ର, ମୁଁ ଯାହାକୁ ଭଲପାଏ, ତୁମ୍ଭେ ହେଉଛ ସହେି ପୁତ୍ର ଯାହାକୁ ପାଇବା ପାଇଁ ମୁଁ ପ୍ରାର୍ଥନା କରିଥିଲି।
- 3 ତୁମ୍ଭେ ସ୍ତ୍ରୀ ଲୋକଙ୍କୁ ଆପଣାର ବଳ ଦିଅ ନାହିଁ। ସମାନେେ ରାଜାମାନଙ୍କୁ ଧ୍ବଂସ କଲେ।
- 4 ହେ ଲମୁଯଲେ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ।
- 5 ଯଦି ସମାନେେ ପାନ କରନ୍ତି, ସମାନେେ ସବୁ ନିଯମ ଭୁଲି ୟାଆନ୍ତି ଏବଂ ଗରୀବ ଲୋକମାନଙ୍କ ବିପକ୍ଷ ରେ ନ୍ଯାଯ କରନ୍ତି।
- 6 ମୃତକଳ୍ପ ଲୋକକୁ ଦ୍ରାକ୍ଷାରସ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
- 7 ସେ ଲୋକ ପାନକରି ଆପଣା ଦରିଦ୍ରତା ପାଶୋରନ୍ତୁ ଏବଂ ଆପଣା କ୍ଲେଶ ଭୁଲି ୟାଆନ୍ତୁ।
- 8 ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।
- 9 ମୁଖ ଫିଟାଇ ଯଥାର୍ଥ ବିଚାର କର। ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
- 10 ଏହା ଅତ୍ଯନ୍ତ କଷ୍ଟ "ଏକ ଗୁଣବତୀ ସ୍ତ୍ରୀ ପାଇବା" ତା'ର ମୂଲ୍ଯ ମୁକ୍ତାଠାରୁ ଅଧିକ ମୂଲ୍ଯବାନ ଅଟେ।
- 11 ତା'ର ସ୍ବାମୀର ହୃଦଯ ତାଠା ରେ ନିର୍ଭର କରେ। ସେ କଦାପି ଦରିଦ୍ର ହବେ ନାହିଁ।
- 12 ସେ ଜୀବନସାରା ସ୍ବାମୀର ମଙ୍ଗଳ କରେ। ସେ ତାଙ୍କୁ କବେେ ଅସୁବିଧା ରେ ପକାଏ ନାହିଁ।
- 13 ସେ ମଷେଲୋମ ମସିନା ଖାଜେି ସନ୍ତାଷେ ରେ ଆପଣା ହସ୍ତ ରେ କର୍ମ କରେ।
- 14 ସେ ବାଣିଜ୍ଯ ଜାହାଜ ପରି, ଦୂରରୁ ଆପଣା ଆହାର ଆଣେ।
- 15 ସେ ରାତ୍ର ଥାଉଥାଉ ଉେଠ, ଆପଣା ପରିଜନକଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
- 16 ସେ କ୍ଷେତ୍ରର ବିଷଯ ବୁଝି ତାହା କିଣେ। ସେ ଆପଣା ହସ୍ତର ଫଳ ଦଇେ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
- 17 ସେ ଜଣେ ବଳବାନ୍ କାର୍ୟ୍ଯକାରୀ ସ୍ତ୍ରୀ ସେ ସବୁ ସମୟ କଠିନ ପରିଶ୍ରମ କରେ।
- 18 ଆପଣା ବ୍ଯାପାର ଯେ ଲାଭଜନକ, ଏହା ସେ ବୁଝେ। ପୁଣି ରାତ୍ରି କାଳ ରେ ତାହାର ପ୍ରଦୀପ ଲିଭିୟାଏ ନାହିଁ।
- 19 ସେ ନୋଟିକି ହାତ ବଢ଼ାଏ, ପୁଣି ତା'ର ହସ୍ତ ତାହା ପାଇଁ ବସ୍ତ୍ର ବୁଣେ।
- 20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦଖାେଏ।
- 21 ସେ କବେେ ହେଲେ ନିଜର ପରିବାର ବିଷଯ ରେ ଶୀତ ଋତୁ ରେ ଦୁଃଖିନୀ ହୁଏ ନାହିଁ। ଯେତବେେଳେ ବରଫପାତ ହୁଏ କାରଣ ତାହାର ସମସ୍ତ ପରିବାର ଗରମ ବସ୍ତ୍ର ପିନ୍ଧନ୍ତି।
- 22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ। ସେ ଶୁଭ୍ର କ୍ଷୌମବସ୍ତ୍ର ପିନ୍ଧେ।
- 23 ଲୋକମାନେ ତା'ର ସ୍ବାମୀକୁ ସମ୍ମାନ କରନ୍ତି। ସେ ଦେଶର ଜଣେ ମୁଖିଆ ଅଟେ।
- 24 ସେ ଜଣେ ଉତ୍ତମ ବ୍ଯବସାଯୀ ସ୍ତ୍ରୀ ଅଟେ। ସେ ଲୁଗା ଓ ବେଲ୍ଟ୍ ପ୍ରସ୍ତୁତ କରେ ଓ ତାକୁ ବ୍ଯବସାଯୀମାନଙ୍କୁ ବିକେ।
- 25 ସେ ପ୍ରଶଂସା ରେ ଯୋଗ୍ଯା, ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ସେ ନୀର୍ଭିକ ଭାବେ ତା'ର ଭବିଷ୍ଯତ୍ ଦେଖିପା ରେ।
- 26 ସେ ଜ୍ଞାନପୂର୍ଣ୍ଣ କଥା କ ହେ। ସେ ଲୋକମାନଙ୍କୁ ଦୟା ଓ କରୁଣା ଶିକ୍ଷା ଦିଏ।
- 27 ସେ କବେେ ଅଳସୁଆ ହୁଏ ନାହିଁ। ସେ ତା'ର ଗୃହର ପ୍ରେତ୍ୟକକ ଦ୍ରବ୍ଯର ଯତ୍ନ ନିଏ।
- 28 ତା'ର ସନ୍ତାନମାନେ ତାକୁ ଧନ୍ଯ ବୋଲି କହନ୍ତି। ତା'ର ସ୍ବାମୀ ତା'ର ପ୍ରଶଂସା କରେ।
- 29 "ବହୁତ ଭଲ ସ୍ତ୍ରୀଲୋକ ଅଛନ୍ତି। କିନ୍ତୁ ତୁମ୍ଭେ ସବୁଠାରୁ ଉତ୍ତମ।"
- 30 ଲାବଣ୍ଯ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ୟ୍ଯ ଅସାର, ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହବେ।
- 31 ସେ ପାଇବାର ଉପୟୁକ୍ତ ପୁରସ୍କାର ତାକୁ ଦିଅ। ତାକୁ ତା' ନିଜର କର୍ମ କରିବାକୁ ଛାଡ଼ିଦିଅ। ସେ ଯାହା କରିୟାଇଛି ଲୋକମାନଙ୍କ ନଗର ଦ୍ବାର ରେ ତାହାର ପ୍ରଶଂସା ଆଣିଦିଏ।
Proverbs 31
- Details
- Parent Category: Old Testament
- Category: Proverbs
ହିତୋପଦେଶ ଅଧ୍ୟାୟ 31