- 1 ବିଚାରକଗଣ !ତୁମ୍ଭେ ନ୍ଯାଯ ଭାବରେ କୁହ କି ? ତୁମ୍ଭେ ଲୋକମାନଙ୍କର ଧର୍ମ ବିଚାର କର କି ?
- 2 ନା, ତୁମ୍ଭେ କବଳେ ମନ୍ଦକାର୍ୟ୍ଯ କରିବା ପାଇଁ ଚିନ୍ତା କରୁଛ। ତୁମ୍ଭମାନେେ ନିଜେ ଏହି ଦେଶରେ ଅପରାଧ କରୁଛି।
- 3 ସହେି ଦୁଷ୍ଟ ଲୋକମାନେ ଜନ୍ମ ହବୋ ମାତ୍ରେ ବିପଥଗାମୀ। ସମାନେେ ଜନ୍ମଠାରୁ ମିଥ୍ଯାବାଦୀ।
- 4 ସମାନଙ୍କେର କୋର୍ଧ ସର୍ପର ବିଷତୁଲ୍ଯ ବିପଦପୂର୍ଣ୍ଣ। ଆଉ ନାଗସାପ ପରି ୟିଏ ଶୁଣିପାରିବ ନାହିଁ, ସମାନେେ ସତ କଥା ଶୁଣିବାକୁ ବାରଣ କରନ୍ତି।
- 5 ସାପୁଆକଳୋମାନଙ୍କର ବାଦ୍ଯ କିଅବା ଗୀତକୁ ନାଗସାପ ଶୁଣି ପାରିବ ନାହିଁ। ଆଉ ସହେି ମନ୍ଦ ଲୋକମାନେ ସହେିପରି, ଯେତବେେଳେ ସମାନେେ ସମାନଙ୍କେର ମନ୍ଦ ଯୋଜନା କରନ୍ତି।
- 6 ହେ ପରମେଶ୍ବର, ସହେି ଲୋକମାନେ ସିଂହ ପରି। ତଣେୁ ହେ ପରମେଶ୍ବର, ସମାନଙ୍କେର ଦାନ୍ତସବୁ ଭାଙ୍ଗି ଦିଅ।
- 7 ସମାନେେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହାଇେ ୟାଆନ୍ତୁ। ରାସ୍ତାର ଘାସ ତୁଲ୍ଯ ସମାନେେ ପଦଦଳିତ ହୁଅନ୍ତୁ।
- 8 ଶାମୁକା ଗତି କଲା ବେଳେ ତରଳି ୟିବା ପରି ସମାନେେ ତରଳି ୟାଆନ୍ତୁ। ସୂର୍ୟ୍ଯା ଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
- 9 ଜ୍ବଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି ସମାନେେ ଶୀଘ୍ର ଧ୍ବଂସ ହୁଅନ୍ତି।
- 10 ଜଣେ ଧାର୍ମିକ ଲୋକ ଯେତବେେଳେ ସହେି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହବୋର ଦେଖେ, ସେ ଆନନ୍ଦିତ ହବେ।
- 11 ଯେତବେେଳେ ଏପରି ଘଟେ, ଲୋକମାନେ କହିବେ, "ଏଣୁ ଯେଉଁ ଲୋକମାନେ ୟାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ବର ଅଛନ୍ତି, ୟିଏ ପୃଥିବୀ ଉପରେ ବିଚାର କରନ୍ତି।
Psalms 058
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 58