- 1 ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର!
- 2 ତାହାଙ୍କ ନାମର ମହିମା ଗାନ କର। ସ୍ତୁତି ଗାନ କରି ଗୌରବାନ୍ବିତ କର।
- 3 ପରମେଶ୍ବରଙ୍କୁ କୁହ, ତୁମ୍ଭର କାର୍ୟ୍ଯ ଆଶ୍ଚର୍ୟ୍ଯଜନକ ଅଟେ। ପରମେଶ୍ବର ତୁମ୍ଭର ଶକ୍ତି ମହାନ୍ ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସମାନେେ ତୁମ୍ଭକୁ ଭୟ କରନ୍ତି!
- 4 ସମୁଦାଯ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାଯ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ। ପ୍ରେତ୍ୟକକ ବ୍ଯକ୍ତି ଗୀତ ଦ୍ବାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
- 5 ଦେଖ, ଯେଉଁ ସବୁ କାର୍ୟ୍ଯ ପରମେଶ୍ବର କରିଛନ୍ତି। ସେ ସମସ୍ତ କାର୍ୟ୍ଯ ଆମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କରେ।
- 6 ପରମେଶ୍ବର ପର୍ୟ୍ଯାଯକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ। ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଚାଲିଲେ।
- 7 ପରମେଶ୍ବର ତାଙ୍କର ମହାନ୍ ଶକ୍ତିରେ ପୃଥିବୀରେ ଶାସନ କରନ୍ତି। ପରମେଶ୍ବର ଜାତିଗଣକୁ ନିରୀକ୍ଷଣ କରନ୍ତି। ତାଙ୍କ ବିପକ୍ଷରେ ଜିଦ୍ଖୋର ହାଇେ ବିଦ୍ରୋହୀ ଭାବେ ଛିଡ଼ା ହବୋ ଉଚିତ୍ ନୁହେଁ।
- 8 ହେ ମାନବ ସମାଜ, ଆମ୍ଭ ପରମେଶ୍ବରଙ୍କର ପ୍ରଶଂସାଗାନ କର। ଉଚ୍ଚ ସ୍ବରରେ ତାଙ୍କର ମହିମା ଗାନ କର।
- 9 ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି।
- 10 ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ। ୟପରେି ଅଗ୍ନିରେ ଲୋକମାନେ ରୂପକୁ ପରୀକ୍ଷା କରନ୍ତି।
- 11 ପରମେଶ୍ବର ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ। ତୁମ୍ଭେ ଆମ୍ଭକୁ ଭାଗୀ ବୋଝ ଦଇେଅଛ।
- 12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସମାନଙ୍କେର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ୟିବାକୁ ଦଇେଛ। ତୁମ୍ଭେ ଅଗ୍ନି ଓ ଜଳ ମଧ୍ଯ ଦଇେ ଚାଲିବାକୁ କହିଛ। କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନଇେ ଆସିଛ।
- 13 ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି। ମୁଁ ତୁମ୍ଭ ଆଗରେ ଶପଥ କରିଛି। ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
- 14
- 15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି। ମୁଁ ମଷେ ସହିତ ସମାନଙ୍କେର ସୁଗନ୍ଧି ପ୍ରଦାନ କରିବି। ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
- 16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି।
- 17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି। ମୁଁ ତାଙ୍କର ପ୍ରଶଂସା କରିଥିଲି।
- 18 ମୁଁ ୟବେେ ମାରେ ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତବେେ ମାରେ ପ୍ରଭୁ ମାରେ କଥା ଶୁଣିବେ ନାହିଁ।
- 19 ପରମେଶ୍ବର ମାରେ କଥା ଶୁଣିଅଛନ୍ତି। ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି।
- 20 ପରମେଶ୍ବରଙ୍କର ପ୍ରଶଂସା କର !ପରମେଶ୍ବର ମାେ ପାଖରୁ ମୁହଁ ଫରୋଇ ନାହାନ୍ତି। ସେ ମାରେ ପ୍ରାର୍ଥନା ଶୁଣିଛନ୍ତି। ପରମେଶ୍ବର ତାଙ୍କର ପ୍ରମେ ମାେତେ ଦଖାଇେଛନ୍ତି।
Psalms 066
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 66