- 1 ପରମେଶ୍ବର ଉଠନ୍ତୁ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କରନ୍ତୁ। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ୟାଆନ୍ତୁ।
- 2 ୟମେିତି ପବନ ଦ୍ବାରା ଧୂଆଁ ବିଚ୍ଛୁରିତ ହୁଏ, ସହେିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ୟପରେି ନିଆଁରେ ମହମ ତରଳି ୟାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
- 3 ପରମେଶ୍ବରଙ୍କ ସହିତ ଧାର୍ମିକ ଲୋକମାନେ ଖୁସି ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ବରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସମାନେେ ଆନନ୍ଦର ସହିତ ପାଳନ କରନ୍ତି।
- 4 ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।
- 5 ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ବର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
- 6 ୟିଏ ପରିବାରରେ ଏକାକୀ ଥାଏ, ପରମେଶ୍ବର ଲୋକ ପଠାନ୍ତି, ଏପରିକି ଏକାକୀ ଲୋକଙ୍କୁ ପରମେଶ୍ବର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି। କିନ୍ତୁ ୟିଏ ପରମେଶ୍ବରଙ୍କର ବି ରୋଧ ହୁଏ, ସମାନଙ୍କେୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।
- 7 ହେ ପରମେଶ୍ବର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।
- 8 ସୀନଯ ପରମେଶ୍ବରଙ୍କର ! ଇସ୍ରାଯଲରେ ପରମେଶ୍ବର! ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
- 9 ହେ ପରମେଶ୍ବର ! ତୁମ୍ଭେ ବର୍ଷାକୁ ପଠାଇଲ ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତଜେ କଲ।
- 10 ତୁମ୍ଭର ଲୋକମାନେ ସଠାେରେ ବାସ କଲେ। ହେ ପରମେଶ୍ବର, ସଠାେରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦଇେଅଛ।
- 11 ତୁମ୍ଭର ଲୋକମାନେ ଉତ୍ତମ ଖବର ଘୋଷଣା କରିବାକୁ ବାହାରି ଗଲେ।
- 12 "ବଳଶାଳୀ ରାଜାମାନଙ୍କର ସୈନ୍ଯମାନେ ଏଣତେଣେେ ଦୌଡ଼ି ପଳାଇଲେ। ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ଯମାନଙ୍କର ଅତ୍ଯାଚାର ସହିଲେ।
- 13 ଘରେ ରହୁଥିବା ଲୋକମାନେ ମଧ୍ଯ ଧନ ଭାଗ ପାଇବେ। ସମାନେେ ରେ ୗପ୍ୟ ମଣ୍ଡିତ କପୋତର ଡ଼ଣୋ ପାଇବେ। ସମାନେେ ସୁବର୍ଣ୍ଣରେ ଝଲମଲ କରୁଥିବା ଡ଼ଣୋ ପାଇବେ।"
- 14 ପରମେଶ୍ବର ଯେତବେେଳେ ସଲମାନୋ ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ। ସମାନେେ ବରଫପାତ ପରି ଛିନ୍ନଛତ୍ର ହେଲେ।
- 15 ବାଶନ ପର୍ବତ ମହାନ ପର୍ବତ ଅଟେ, ୟାହାର ବୃହତ ଶୃଙ୍ଗ ଅଛି।
- 16 ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ୍ ପର୍ବତକୁ ଇର୍ଷା ଦୃଷ୍ଟିରେ ଦେଖୁଛ ? ପରମେଶ୍ବର ଏହାକୁ ପ୍ରମେ କରନ୍ତି। ପରମେଶ୍ବର ଏହାକୁ ସଠାେରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।
- 17 ପରମେଶ୍ବରଙ୍କର ଅଯୁତ ଅଯୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ୍ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।
- 18 ସେ ଉଚ୍ଚ ପର୍ବତ ପର୍ୟ୍ଯନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗଇେ ନଲେେ ଏବଂ ୟଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସମାନଙ୍କେଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ବର ସମାନଙ୍କେ ମଧ୍ୟରେ ବାସ କରିବେ।
- 19 ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବର ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।
- 20 ଆମ୍ଭର ପରମେଶ୍ବର ହେଉଛନ୍ତି ପରମେଶ୍ବର ୟିଏକି ରକ୍ଷା କରନ୍ତି। ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ଯୁଠାରୁ ରକ୍ଷା କରନ୍ତି।
- 21 ପରମେଶ୍ବର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ। ସେ ସମାନଙ୍କେର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।
- 22 ମାରେ ପ୍ରଭୁ କହିଲେ, " ମାରେ ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ଯ ସାଗରର ଗଭୀରକୁ ପଳାଇ ୟାଇପାରନ୍ତି। କିନ୍ତୁ ମୁଁ ସମାନଙ୍କେୁ ଅକ୍ତିଆର କରିବି ଏବଂ ସମାନଙ୍କେୁ ଫରୋଇ ଆଣିବି।
- 23 ୟାହାଫଳରେ ତୁମ୍ଭେ ସମାନଙ୍କେ ରକ୍ତରେ ଚାଲିପାରିବ। ତୁମ୍ଭମାନଙ୍କର କୁକୁରଗୁଡ଼ିକ ସମାନଙ୍କେର ରକ୍ତ ଚାଟି ପାରିବେ।"
- 24 ପରମେଶ୍ବର, ତୁମ୍ଭେ ବିଜଯ ପଥର ନତେୃତ୍ବ ନବୋର ଲୋକାମନେ ଦେଖୁଛନ୍ତି। ସମାନେେ ମାରେ ପରମେଶ୍ବର, ମାରେ ରାଜା, ତାଙ୍କର ପବିତ୍ରସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
- 25 ଆଗେ ଆଗେ ଗାଯକମାନଙ୍କର ମଣ୍ଡଳୀ ଯାଉଛନ୍ତି। ପଛେ ପଛେ ବାଦ୍ଯକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ଯାଗଣ ତୁମ୍ବୁରା ବଜାଉଛନ୍ତି।
- 26 ପରମେଶ୍ବରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର। ଇଶ୍ରାୟେଲ ଲୋକାମନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ଗୁଣ ଗାଅ।
- 27 ସଠାେରେ ଏକ େଛାଟିଆ ଗୋଷ୍ଠୀ ଅଛନ୍ତି। ବିନ୍ଯାମୀନ ସମାନଙ୍କେର ନତେୃତ୍ବ କରୁଛନ୍ତି। ବହୁତ ଭିଡ଼ ଏବଂ ୟିହୂଦାର ଏକ ପ୍ରଦାନ ସଠାେରେ ଅଛନ୍ତି। ଜବଲୁନ୍ ଓ ନପ୍ତାଲିର ନେତାମାନେ ସଠାେରେ ଅଛନ୍ତି।
- 28 ହେ ପରମେଶ୍ବର, ଆମ୍ଭକୁ ଆପଣାର ଶକ୍ତି ଦଖାେଅ, ୟାହାର ଉପ ଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିୟାଇଥିବା ଦିନରେ କରିଥିଲ।
- 29 ହେ ପରମେଶ୍ବର, ତୁମ୍ଭର ୟିରୁଶାଲମସ୍ଥ ମନ୍ଦିରରୁ ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
- 30 ନଳବଣର ସହେି "ବନ୍ଯ ପଶୁମାନଙ୍କୁ" ଦଣ୍ଡ ଦିଅ। ସହେି ଜାତିଗୁଡ଼ିକର "ଷଣ୍ଢଗୁଡ଼ିକୁ" ଓ "ଗାଈଗୁଡ଼ିକୁ" ଆଦେଶ ମାନିବାକୁ ପ୍ରସ୍ତୁତ କରାଅ। ତୁମ୍ଭେ ସହେି ଜାତିଗୁଡ଼ିକୁ ୟୁଦ୍ଧରେ ହରାଇଥିଲ। ବର୍ତ୍ତମାନ ସହେି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ। ସହେି ଜାତିମାନଙ୍କୁ ବିକ୍ଷିପ୍ତ କର, ଯେଉଁମାନେ ୟୁଦ୍ଧକୁ ଭଲ ପାଆନ୍ତି।
- 31 ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
- 32 ହେ ଧରଣୀର ରାଜ୍ଯଗୁଡ଼ିକ, ପରମେଶ୍ବରଙ୍କ ପାଇଁ ଗୀତ ଗାନ କର। ଆମ୍ଭର ପ୍ରଭୁଙ୍କୁ ପ୍ରଶଂସାଗାନ କର।
- 33 ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।
- 34 ଘୋଷଣା କର ୟେ, ପରମେଶ୍ବର ଶକ୍ତିଶାଳୀ ଅଟନ୍ତି। ସେ ଇଶ୍ରାୟେଲ ଉପରେ ରାଜତ୍ବ କରନ୍ତି ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
- 35 ପରମେଶ୍ବର ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇଶ୍ରାୟେଲର ପରମେଶ୍ବର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ଯ ପ୍ରଦାନ କରନ୍ତି। ପରମେଶ୍ବରଙ୍କର ପ୍ରଶଂସା ଗୁଣଗାନ କର।
Psalms 068
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 68