- 1 ପରମେଶ୍ବର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି। ଇଶ୍ରାୟେଲ ମଧ୍ୟରେ ତାଙ୍କ ନାମ ମହତ୍।
- 2 ପରମେଶ୍ବରଙ୍କର ମନ୍ଦିର ଶାଲମରେେ ଅବସ୍ଥିତ। ପରମେଶ୍ବରଙ୍କର ବାସସ୍ଥାନ ସିୟୋନ୍ ପର୍ବତରେ ଅବସ୍ଥିତ।
- 3 ସହେି ସ୍ଥାନରେ ପରମେଶ୍ବର ଧନୁର୍ବାଣ, ଢ଼ାଲ, ଖଡ୍ଗ ଏବଂ ସମସ୍ତ ୟୁଦ୍ଧାସ୍ତ୍ର ଭଙ୍ଗ କଲେ।
- 4 ପରମେଶ୍ବର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି ତେଜ୍ଜୋମଯ ଓ ମହିମାନ୍ବିତ ଭାବେ ଫରେିଆସ।
- 5 ସହେି ସୈନିକମାନେ ଭାବୁଥିଲେ, ସମାନେେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି। କିନ୍ତୁ ସମାନେେ ବର୍ତ୍ତମାନ ୟୁଦ୍ଧ ଭୂମିରେ ମରିପଡ଼ିଛନ୍ତି। ସମାନଙ୍କେର ଶରୀର କ୍ଷତବିକ୍ଷତ ହାଇେଅଛି। ସହେି ଯୋଦ୍ଧା ସୈନିକମାନଙ୍କ ମଧ୍ଯରୁ କହେି ହସ୍ତ ଉଠାଇ ପାରି ନ ଥିଲେ।
- 6 ୟାକୁବର ପରମେଶ୍ବର, ଯେତବେେଳେ ତୁମ୍ଭେ ଆପଣାର ୟୁଦ୍ଧରବ କଲ, ସମାନଙ୍କେର ଅଶ୍ବଗଣ ଏବଂ ରଥା ରୋହୀଗଣ ପଡ଼ି ମୃତ୍ଯୁବରଣ କଲେ।
- 7 ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।
- 8 ସଦାପ୍ରଭୁ, ବିଚାରକ ପରି ଠିଆ ହାଇେଛନ୍ତି, ତୁମ୍ଭେ ନ୍ଯାଯ ବିଚାର କଲ, ପରମେଶ୍ବର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ, ସ୍ବର୍ଗରୁ ତାଙ୍କର ବିଚାର ଶୁଣାଇଛନ୍ତି। ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହାଇେଛନ୍ତି।
- 9
- 10 ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।
- 11 ଲୋକମାନେ ପରମେଶ୍ବରଙ୍କଠାରେ ମାନସିକ କରନ୍ତି, ଏବଂ ସସବେୁକୁ ପରମେଶ୍ବରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ବରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପୟୁକ୍ତ ଅଟନ୍ତି।
- 12 ପରମେଶ୍ବର ମହାନ୍ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।
Psalms 076
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 76