- 1 ମୁଁ, ସ୍ବର ସହିତ ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ କ୍ରନ୍ଦନ କରିବି। ମୁଁ ପରମେଶ୍ବରଙ୍କ ଠାରେ କ୍ରନ୍ଦନ କରିବି ୟେ, ସେ ମାେ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
- 2 ବିପଦ ସମଯରେ ମୁଁ ମାରେ ପ୍ରଭୁଙ୍କୁ ସାହାୟ୍ଯ ପାଇଁ ଚାହିଁଅଛି। ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି। କିନ୍ତୁ ମୁଁ ଆଶ୍ବାସନା ପାଇଲି ନାହିଁ।
- 3 ମୁଁ ପରମେଶ୍ବରଙ୍କୁ ସ୍ମରଣ କରି, ମୁଁ ତାଙ୍କୁ ମାରେ ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।
- 4 ତୁମ୍ଭେ ମାେ ଚକ୍ଷୁକୁ ଉଜାଗର କରି ରଖୁଅଛ। ମୁଁ ଏମନ୍ତ ବ୍ଯାକୁଳ ୟେ କଥା କହିପାରୁ ନାହିଁ।
- 5 ବହୁତ ଆଗରୁ ଘଟିୟାଇଥିବା ଘଟଣା ବିଷଯରେ ମୁଁ ଚିନ୍ତା କରେ।
- 6 ରାତିରେ ମୁଁ ନିଜ ଗୀତ ବିଷଯରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମାରେ ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
- 7 ମୁଁ ଆଶ୍ଚର୍ୟ୍ଯ ହଲିେ, "ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ଯାଗ କରିଛନ୍ତି କି ? ଆଉ ସେ କ'ଣ ସୁପ୍ରସନ୍ନ ହବେେ ନାହିଁ ?
- 8 ପରମେଶ୍ବରଙ୍କ ଦୟା କ'ଣ ଚିରକାଳ ପାଇଁ ଲୁପ୍ତ ହାଇେଛି ? ତାଙ୍କର ପ୍ରତିଜ୍ଞା କ'ଣ ଚିରକାଳ ପାଇଁ ବିଫଳ ହାଇେଛି ?
- 9 ପରମେଶ୍ବର କ'ଣ କୃପା କରିବାକୁ ପାସୋରି ଅଛନ୍ତି ? ତାଙ୍କର ଦୟା କ'ଣ କୋର୍ଧରେ ପରିଣତ ହାଇେଅଛି ?
- 10 ଏହାପରେ ମୁଁ ଚିନ୍ତା କଲି, "ଏସବୁ ମାେତେ ବିବ୍ରତ କରୁଅଛି, 'ସର୍ବୋପରିସ୍ଥ ପରମେଶ୍ବର କ'ଣ ତାଙ୍କର ଶକ୍ତି ହରାଇ ଅଛନ୍ତି ?"
- 11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।
- 12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ ଏବଂ କାର୍ୟ୍ଯକୁ ଅନୁଧ୍ଯାନ କରେ।
- 13 ହେ ପରମେଶ୍ବର, ତୁମ୍ଭର ପଥସବୁ ପବିତ୍ର। ତୁମ୍ଭପରି ମହାନ କହେି ପରମେଶ୍ବର ନାହାନ୍ତି।
- 14 ତୁମ୍ଭେ ହେଉଛ ପରମେଶ୍ବର ୟିଏକି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି। ତୁମ୍ଭେ ଗୋଷ୍ଠୀଯମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
- 15 ତୁମ୍ଭର ଶକ୍ତିଦ୍ବାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ। ୟାକୁବ ଓ ୟୋଷଫରେ ସନ୍ତାନଗଣକୁ ରକ୍ଷା କରିଅଛ।
- 16 ହେ ପରମେଶ୍ବର, ତୁମ୍ଭକୁ ଦେଖି ଜଳରାଶି ଡ଼ରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
- 17 ମେଘମାଳା ସମାନଙ୍କେର ଜଳବୃଷ୍ଟି କଲେ। ଆକାଶରେ ମେଘର ଘାରେ ଗର୍ଜ୍ଜନ ଲୋକମାନେ ଶୁଣିଲେ। ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
- 18 ଘୂର୍ଣ୍ଣିବାତ୍ଯାରେ ତୁମ୍ଭର ବଜ୍ରଧ୍ବନି ସ୍ବର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।
- 19 ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।
- 20 ତୁମ୍ଭେ ମାଶାେ ଓ ହାରୋଣକୁ ବ୍ଯବହାର କରି ଆପଣା ଲୋକମାନଙ୍କୁ ମଷେପଲ ପରି ଚଳାଇଲା।
Psalms 077
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 77