- 1 ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।
- 2 ପ୍ରେତ୍ୟକକ ବ୍ଯକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍। ସଦାପ୍ରଭୁ ସମାନଙ୍କେର ଶତ୍ରୁମାନଙ୍କଠାରୁ ସମାନଙ୍କେୁ ରକ୍ଷା କରିଛନ୍ତି।
- 3 ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରୀତ କଲେ। ସେ ସମାନଙ୍କେୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରୀତ କଲେ।
- 4 ସମାନଙ୍କେ ମଧ୍ଯରୁ କେତକେ ଶୁଷ୍କ ମରୁଭୂମିରେ ଏଣତେଣେେ ଭ୍ରମଣ କଲେ। ସମାନେେ ସହରରେ ବାସ କରିବାକୁ ଏକ ସ୍ଥାନ ଖାଜେୁଥିଲେ, ସମାନେେ ପାଇଲେ ନାହିଁ।
- 5 ସମାନେେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ ଏବଂ ସମାନେେ ଦୁର୍ବଳ ହାଇୟୋଇଥିଲେ।
- 6 ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ କାକୁକ୍ତି କଲେ। ଏବଂ ସେ ତାଙ୍କୁ ସହେି ବିପଦରୁ ମୁକ୍ତ କଲେ।
- 7 ପରମେଶ୍ବର ସମାନଙ୍କେୁ ବସତି ନଗରକୁ ଆଗଇେ ନଲେେ, ଯେଉଁଠାରେ ସମାନେେ ବାସ କରିପାରିବେ।
- 8 ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
- 9 କାରଣ ପରମେଶ୍ବର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି। କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ବର ପୂର୍ଣ୍ଣ କରିଛନ୍ତି।
- 10 ପରମେଶ୍ବରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହାଇେ ଅନ୍ଧକାରରେ ଥିଲେ।
- 11 କାହିଁକି ? କାରଣ ସମାନେେ ପରମେଶ୍ବରଙ୍କ ବାକ୍ଯର ବିରୁଦ୍ଧାଚରଣ କଲେ। ସମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଉପଦେଶକୁ ମାନିବାକୁ ମନା କଲେ।
- 12 ପରମେଶ୍ବର ସମାନଙ୍କେୁ ନମ୍ର କରଇବୋ ପାଇଁ ଅସୁବିଧାର ସମ୍ମୁଖୀନ କଲେ। ସମାନେେ ପତିତ ହେଲେ ଓ ସାହାୟ୍ଯ କରିବାକୁ କହେି ନ ଥିଲେ।
- 13 ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ କାକୁକ୍ତି କଲେ। ଏବଂ ସେ ସମାନଙ୍କେୁ ବିପଦରୁ ରକ୍ଷା କଲେ।
- 14 ପରମେଶ୍ବର ସମାନଙ୍କେୁ ଅନ୍ଧକାର ଓ ମୃତ୍ଯୁ ଛାଯାରୁ ସମାନଙ୍କେୁ ବାହାର କରି ଆଣିଲେ ଓ ସମାନଙ୍କେ ବନ୍ଧନ ଛଦନେ କଲେ।
- 15 ସମାନେେ ସଦାପ୍ରଭୁଙ୍କର କରୁଣା ପ୍ରମେ ପାଇଁ ତାଙ୍କୁ ଧନ୍ଯବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।
- 16 ପରମେଶ୍ବର ପିତ୍ତଳ ଫାଟକକୁ ଭାଙ୍ଗି ଦଇପୋରିବେ। ସେ କଏଦୀମାନଙ୍କର ଲୌହ ନିର୍ମିତ ଫାଟକରେ ଥିବା ଲୁହା ଅର୍ଗଳକୁ ଭାଙ୍ଗି ଚୂନା କରିପାରିବେ।
- 17 କେତକେ ମୂର୍ଖ ହାଇଗେଲେ କାରଣ ସମାନଙ୍କେର ନିଜର ପାପ ୟୋଗୁଁ ଏବଂ ସମାନେେ ଅଧର୍ମାଚରଣ କଲେ।
- 18 ସହେି ଲୋକମାନେ ବହୁତ ରୁଗ୍ଣ ଥିଲେ। ଖାଦ୍ୟ ପରିତ୍ଯାଗ କରିଥିଲେ। ସମାନେେ ପ୍ରାଯ ମୃତବତ୍ ରହିଥିଲେ।
- 19 ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ସେ ସମାନଙ୍କେ ଦୁର୍ଦ୍ଦଶାରୁ ସମାନଙ୍କେୁ ମୁକ୍ତ କଲେ।
- 20 ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।
- 21 ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
- 22 ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
- 23 କେତକେ ଲୋକ ସମାନଙ୍କେର କାର୍ୟ୍ଯ ପାଇଁ ନେ ୗକାରେ ସମୁଦ୍ର ପାର ହୁଅନ୍ତି।
- 24 ସମାନେେ ସଦାପ୍ରଭୁଙ୍କର କାର୍ୟ୍ଯ ଓ ସମୁଦ୍ର ଜଳରେ ତାଙ୍କର ଅଦଦ୍ଭୁତ କାର୍ୟ୍ଯ ଦେଖନ୍ତି।
- 25 ପରମେଶ୍ବର ଆଜ୍ଞା କଲେ ଏବଂ ପ୍ରବଳ ବାଯୁ ଉଠି ଆସିଲା। ଢ଼େଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।
- 26 ସମାନେେ ସହେି ଢ଼େଉରେ ଆକାଶକୁ ଉଠିଲେ ଓ ଏହାପରେ ଜଳଗର୍ଭକୁ ଖସିଲେ। ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ୟେ, ସମାନେେ ସମାନଙ୍କେର ସାହସ ହରାଇଲେ।
- 27 ସମାନେେ ମତ୍ତଲୋକ ପରି ଏକଡ଼ ସକେଡ଼ ଦୋହଲନ୍ତି। ଏବଂ ସମାନଙ୍କେର ବୁଦ୍ଧି ହଜିୟାଏ।
- 28 ତବେେ ସମାନେେ ଆପଣା ସଙ୍କଟ ସମଯରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ତହିଁରେ ପରମେଶ୍ବର ସମାନଙ୍କେୁ ସଙ୍କଟରୁ ଉଦ୍ଧାର କଲେ।
- 29 ପରମେଶ୍ବର ବତାସକୁ ସ୍ଥିର କଲେ ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।
- 30 ସମୁଦ୍ର ଶାନ୍ତ ହାଇଗେଲା ବୋଲି ନାବିକମାନେ ଖୁସି ହେଲେ, କାରଣ ସମାନେେ ଯେଉଁଠାକୁ ୟିବାକୁ ଚାହିଁଥିଲେ ପରମେଶ୍ବର ତାଙ୍କୁ ପୋତାଶଯକୁ ନିରାପଦରେ ଆଗଇେ ନଲେେ।
- 31 ସମାନେେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ଯବାଦ କର, ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।
- 32 ଲୋକମାନଙ୍କ ମହାସଭାରେ ପରମେଶ୍ବରଙ୍କର ପ୍ରଶଂସା କରିବା ଉଚିତ୍ ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।
- 33 ପରମେଶ୍ବର ନଦନଦୀକୁ ମରୁଭୂମିରେ ପରିଣତ କରିପାରିବେ ଏବଂ ଝରଣାର ଜଳ ସୋର୍ତକୁ ବନ୍ଦ କରିପାରନ୍ତି।
- 34 ପରମେଶ୍ବର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସଠାେରେ ବାସ କରନ୍ତି।
- 35 କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
- 36 ପରମେଶ୍ବର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗଇେ ନିଅନ୍ତି। ଏବଂ ସଠାେରେ ସମାନେେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।
- 37 ସହେି ଲୋକମାନେ ସମାନଙ୍କେର ଜମିରେ ବୀଜ ରୋପଣ କଲେ ଓ ସମାନେେ ଦ୍ରାକ୍ଷାଲତା ଲଗଇେଲେ ଏବଂ ଭଲ ଫସଲ ଅମଳ କରିପାରନ୍ତି।
- 38 ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କରନ୍ତି। ତହିଁରେ ସମାନେେ ଅତିଶଯ ବୃଦ୍ଧି ପାନ୍ତି। ଏବଂ ସମାନଙ୍କେର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।
- 39 ଯେତବେେଳେ ପରମେଶ୍ବରଙ୍କର ଲୋକମାନେ େଛାଟ ହାଇଗେଲେ ଏବଂ ଅତ୍ଯାଚାର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।
- 40 ପରମେଶ୍ବର ସମାନଙ୍କେର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ଯାଚାର କରିଥିଲେ। ପୁଣି ସମାନଙ୍କେୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।
- 41 କିନ୍ତୁ ପରମେଶ୍ବର ସହେି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ। ସେ ସମାନଙ୍କେର ପରିବାରକୁ ମଷେପଲ ତୁଲ୍ଯ ପାଳନ କରନ୍ତି।
- 42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।
- 43 ୟେ ଜ୍ଞାନବାନ୍, ସେ ଏହିସବୁ ବିଷଯରେ ମନୟୋଗ କରିବେ। ପୁଣି ସେ ପରମେଶ୍ବରଙ୍କର ପ୍ରକୃତ କରୁଣା ପ୍ରମେକୁ ସେ ବୁଝିବା ଉଚିତ୍।
Psalms 107
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 107