- 1 ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,
- 2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।
- 3 ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ।
- 4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।
- 5 ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
- 6 ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
- 7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
- 8 ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।
- 9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।
- 10 ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।
Psalms 112
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 112